ଯୋଗାଣ ବିଭାଗ ଅଧିକାରୀଙ୍କ ଗାଡ଼ିରେ ପୁଳା ପୁଳା ଟଙ୍କା, ୩ଲକ୍ଷ ଜବତ କଲା ବ୍ରହ୍ମପୁର ଭିଜିଲାନ୍ସ ଟିମ୍
ବ୍ରହ୍ମପୁର, ୯|୭|୨୦୨୫(ଖବର ସଙ୍ଗେ ସଙ୍ଗେ ବ୍ୟୁରୋ): ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଭାରପ୍ରାପ୍ତ ମୁଖ୍ୟ ଯୋଗାଣ ଅଧିକାରୀ ପୁଷା ମୁଣ୍ଡା। ଛତ୍ରପୁର ନିକଟ ଜାତୀୟ ରାଜପଥରେ ତାଙ୍କ ଗାଡ଼ିରୁ ୩ ଲକ୍ଷ
July 9, 2025



